Special Story | Ecomomic Crisis Affects Normal Life In Sri Lanka

Special Story | Ecomomic Crisis Affects Normal Life In Sri Lanka

ଗୋଟିଏ ପଟେ ଦେଶବ୍ୟାପୀ ଅଭାବରୁ ଆର୍ତ୍ତ ଚିତ୍କାର, ଅନ୍ୟପଟେ କ୍ଷମତାସୀନ ସରକାର ବିରୋଧରେ ଶକ୍ତିଶାଳୀ ବିକ୍ଷୋଭ । ଗୁରୁତର ଆର୍ଥିକ ସଙ୍କଟ ଭିତରେ ଗତି କରୁଥିବା ଦ୍ୱୀପ ରାଷ୍ଟ୍ର ଶ୍ରୀଲଙ୍କାରେ ଦିନକୁ ଦିନ ଦୁର୍ବିସହ ହେବାରେ ଲାଗିଛି ସାଧାରଣ ଲୋକଙ୍କ ଜୀବନ । ଦେଶରେ ନା ଆବଶ୍ୟକ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ଅଛି, ନା କିଣିବାକୁ ଲୋକଙ୍କ ପାଖରେ ଅର୍ଥ । ଏମିତିକି ଥିଲା ବାଲା ଲୋକେ ବି ଅତ୍ୟାବଶ୍ୟକ ସାମଗ୍ରୀ ଦରକୁ ନେଇ ଅତିଷ୍ଠ ।br br br br br br OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.br Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.


User: Odisha TV

Views: 72

Uploaded: 2022-04-06

Duration: 03:01

Your Page Title