ବାଲୁକା ଚିତ୍ରକଳାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

ବାଲୁକା ଚିତ୍ରକଳାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

pପୁରୀ: ଆଜି ହୋଉଛି ସ୍ଵାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ।ଏହି ଅବସରରେ ଦୁଇ ମହାନ ସ୍ଵାଧୀନତା ସଂଗ୍ରାମୀଙ୍କୁ ସାରା ଦେଶ ମନେପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି । ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏହି ଦୁଇ ମହାନ ସ୍ଵାଧୀନତା ସଂଗ୍ରାମୀଙ୍କ ବାଲୁକା କଳା ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିସ୍ତୀର୍ଣ୍ଣ ବେଳାଭୂମିରେ ସୁଦର୍ଶନ ପଟ୍ଟନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ସୁନ୍ଦର ବାଲୁକା ପ୍ରକିକୃତି ନିର୍ମାଣ କରିଛନ୍ତି । ଯାହାକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ବେଶ୍ ଭିଡ଼ ଲାଗିଛି । ନେତାଜୀଙ୍କ ୧୨୮ତମ ଜୟନ୍ତୀକୁ ପରାକ୍ରମ ଦିବସ ଭାବେ ମଧ୍ୟ ପାଳନ କରାଯାଉଥିବାବେଳେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ବିରତ୍ବ ଗାଥାକୁ ମନେ ପକାଉଛି ସାରା ଦେଶ ।ppଏହା ମଧ୍ୟ ପଢନ୍ତୁ ...ଆଜି ଶପଥ ନେବେ ଟ୍ରମ୍ପ, ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ - SUDARSHAN PATTNAIK SAND ART appଏହା ମଧ୍ୟ ପଢନ୍ତୁ ...


User: ETVBHARAT

Views: 2

Uploaded: 2025-01-23

Duration: 01:01

Your Page Title