୬୦ ହଜାର ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଭିଜିଲାନ୍ସ ଜାଲରେ ଗଣ୍ଡାନାଳୀ ରାଜସ୍ୱ ନିରୀକ୍ଷକ

୬୦ ହଜାର ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଭିଜିଲାନ୍ସ ଜାଲରେ ଗଣ୍ଡାନାଳୀ ରାଜସ୍ୱ ନିରୀକ୍ଷକ

ଲାଞ୍ଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ପଞ୍ଝାରେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଗଣ୍ଡାନାଳୀ ରାଜସ୍ୱ ନିରୀକ୍ଷକ ଶଶୀଭୂଷଣ ବେହେରା ଓ ପିଅନ ବିଷ୍ଣୁ ବଲ୍ଲଭ ଖଟୁଆ ।


User: ETVBHARAT

Views: 6

Uploaded: 2025-05-28

Duration: 01:06

Your Page Title