ଆସନ୍ତା 6ରେ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗ ଦେବେ

ଆସନ୍ତା 6ରେ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗ ଦେବେ

ଆସନ୍ତା 6 ତାରିଖ ସମ୍ବଲପୁର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମଲେଶ୍ୱରୀ ମନ୍ଦିର ପରିସରରେ ଅନୁଷ୍ଠିତ ହେବାକୁ ଥିବା ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ ।


User: ETVBHARAT

Views: 4

Uploaded: 2025-09-04

Duration: 02:58

Your Page Title