୨୦୨୯-୩୦ ସୁଦ୍ଧା ୧୫ ଲକ୍ଷ ହେକ୍ଟର ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ ମୋହନ

୨୦୨୯-୩୦ ସୁଦ୍ଧା ୧୫ ଲକ୍ଷ ହେକ୍ଟର ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ ମୋହନ

"ଆସନ୍ତା ୪ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ କରିବା ରାଜ୍ୟ ସରକାରଙ୍କ ମିଶନ" ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।


User: ETVBHARAT

Views: 1

Uploaded: 2025-10-31

Duration: 03:20